Ezekiel 20:40 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମାରେ ପବିତ୍ର ଉଚ୍ଚ ପର୍ବତ ରେ ସମଗ୍ର ଇଶ୍ରାୟେଲର ଲୋକମାନେ ମାେତେ ଉପାସନା କରିବେ। ସହେି ସ୍ଥାନ ରେ ମୁଁ ସମାନଙ୍କେୁ ଗ୍ରହଣ କରିବି ଓ ସହେି ସ୍ଥାନ ରେ ମୁଁ ତୁମ୍ଭମାନଙ୍କର ୟାବତୀଯ ପବିତ୍ର ବସ୍ତ୍ର ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନବୈେଦ୍ଯ ଲୋଡ଼ିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୋର ପବିତ୍ର ଉଚ୍ଚ ପର୍ବତରେ ସମଗ୍ର ଇସ୍ରାଏଲର ଲୋକମାନେ ମୋତେ ଉପାସନା କରିବେ। ସେହି ସ୍ଥାନରେ ମୁଁ ସେମାନଙ୍କୁ ଗ୍ରହଣ କରିବି ଓ ସେହି ସ୍ଥାନରେ ମୁଁ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତ୍ର ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଲୋଡ଼ିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।