Ezekiel 20:41 — Compare Translations
5 translations compared side by side
Odia - 1840
"ଯେଉଁ ସମୟରେ ମୁଁ ଜାତିଗୁଡ଼ିକ ମଧ୍ଯରୁ ତୁମ୍ଭମାନଙ୍କୁ ବାହାର କରି ଆଣିବି ଓ ଛିନ୍ନଭିନ୍ନ ହାଇେ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ଏକତ୍ରୀତ କରିବି, ମୁଁ ତୁମ୍ଭମାନଙ୍କୁ ତୁମ୍ଭର ସୁଗନ୍ଧି ନବୈେଦ୍ଯଗୁଡ଼ିକ ଗ୍ରହଣ କରିବି ଏବଂ ସମସ୍ତ ଜାତିଗୁଡ଼ିକ ଉପସ୍ଥିତି ରେ ମୁଁ ତୁମ୍ଭମାନଙ୍କୁ ପବିତ୍ର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୌରଭର ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସମୟରେ ମୁଁ ଜାତିଗୁଡ଼ିକ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବି ଓ ଛିନ୍ନଭିନ୍ନ ହୋଇ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ଏକତ୍ରିତ କରିବି, ମୁଁ ତୁମ୍ଭମାନଙ୍କୁ ତୁମ୍ଭର ସୁଗନ୍ଧି ନୈବେଦ୍ୟଗୁଡ଼ିକ ଗ୍ରହଣ କରିବି ଏବଂ ସମସ୍ତ ଜାତିଗୁଡ଼ିକ ଉପସ୍ଥିତିରେ ମୁଁ ତୁମ୍ଭମାନଙ୍କୁ ପବିତ୍ର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।