Ezekiel 20:43 — Compare Translations

5 translations compared side by side

Odia - 1840
"ଆଉ ସହେି ସ୍ଥାନ ରେ ତୁମ୍ଭମାନେେ ନିଜକୁ ଅଶୁଚି କରିଅଛ ଓ ନିଜର ଆଚାର ବ୍ଯବହାର, କ୍ରିଯାସକଳସବୁ ସ୍ମରଣ କରି ନିଜର କୃତ ସମସ୍ତ କୁକ୍ରିଯା ହତେୁ ତୁମ୍ଭମାନେେ ଲଜ୍ଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ହେତୁରୁ ଆପଣା-ମାନଙ୍କୁ ଘୃଣା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ସ୍ଥାନରେ ତୁମ୍ଭେମାନେ ନିଜକୁ ଅଶୁଚି କରିଅଛ ଓ ନିଜର ଆଗ୍ଭର ବ୍ୟବହାର, କ୍ରିୟାସକଳସବୁ ସ୍ମରଣ କରି ନିଜର କୃତ ସମସ୍ତ କୁକ୍ରିୟା ହେତୁ ତୁମ୍ଭେମାନେ ଲଜ୍ଜିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।