Ezekiel 20:44 — Compare Translations
5 translations compared side by side
Odia - 1840
"ଏବଂ ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ଯେତବେେଳେ ମୁଁ ସଦାପ୍ରଭୁ, ତୁମ୍ଭମାନଙ୍କର କୁକର୍ମ ଓ ଦୁର୍ନୀତିଗ୍ରସ୍ତ ଆଚରଣ ଅନୁସାରେ ଦଣ୍ଡ ଦିଏ ନାହିଁ, କିନ୍ତୁ ସେତବେେଳେ ମୁଁ ମାରେ ମର୍ୟ୍ଯାଦାନୁସା ରେ ବ୍ଯବହାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ଇସ୍ରାଏଲ-ବଂଶ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତା’ପରେ ତୁମ୍ଭେମାନେ ଜାଣିବ ଯେ, ଯେତେବେଳେ ମୁଁ ସଦାପ୍ରଭୁ, ତୁମ୍ଭମାନଙ୍କର କୁକର୍ମ ଓ ଦୁର୍ନୀତିଗ୍ରସ୍ତ ଆଚରଣ ଅନୁସାରେ ଦଣ୍ଡ ଦିଏ ନାହିଁ, କିନ୍ତୁ ସେତେବେଳେ ମୁଁ ମୋର ମର୍ଯ୍ୟାଦାନୁସାରେ ବ୍ୟବହାର କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Odia IRV 2017 (ଓଡିଆ ବାଇବେଲ)