Ezekiel 20:46 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ଯ ବର୍ଷଣ କର। ଏବଂ ନଗେଭରେ ଅରଣ୍ଯ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ୟ ବର୍ଷଣ କର। ଏବଂ ନେଗେଭର ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;