Ezekiel 20:47 — Compare Translations
5 translations compared side by side
Odia - 1840
"ଏବଂ ନଗେଭେ ଅରଣ୍ଯକୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧିଅରେ ଅଗ୍ନି ସଂୟୋଗ କରିବା। ତାହା ତୁମ୍ଭ ମଧ୍ଯସ୍ଥିତ ପ୍ରେତ୍ୟକକ ସତଜେ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସହେି ଜ୍ବଳନ୍ତ ଅଗ୍ନିଶିଖା ନିର୍ବାପିତ ହବେ ନାହିଁ। ଦକ୍ଷିଣରୁ ଉତ୍ତର ପର୍ୟ୍ଯନ୍ତ ସମସ୍ତ ଦେଶ ସହେି ଅଗ୍ନି ରେ ଦଗ୍ଧିଭୂତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ଵଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ଵଳ; ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ଵାରା ଦଗ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ନେଗେଭ ଅରଣ୍ୟକୁ କୁହ, ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ସଂଯୋଗ କରିବା। ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ। ଦକ୍ଷିଣରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ଦେଶ ସେହି ଅଗ୍ନିରେ ଦଗ୍ଧିଭୂତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)