Ezekiel 20:48 — Compare Translations

5 translations compared side by side

Odia - 1840
"ସେତବେେଳେ ଆମ୍ଭେ ସଦାପ୍ରଭୁ ସହେି ଅଗ୍ନି ଜଳାଇ ଅଛୁ ବୋଲି ତୁମ୍ଭମାନେେ ଜାଣିବ। ତାହା ନିର୍ବାପିତ ହବେ ନାହିଁ ଓ ଏହା ସମସ୍ତ ପ୍ରାଣୀ ଦେଖିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ଵଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଜଳାଇ ଅଛୁ ବୋଲି ତୁମ୍ଭେମାନେ ଜାଣିବ। ତାହା ନିର୍ବାପିତ ହେବ ନାହିଁ ଓ ଏହା ସମସ୍ତ ପ୍ରାଣୀ ଦେଖିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”