Ezekiel 20:49 — Compare Translations
5 translations compared side by side
Odia - 1840
"ଏଥି ରେ ମୁଁ (ଯିହିଜିକଲ) କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ ସମାନେେ ମାେ ବିଷଯ ରେ କହୁଛନ୍ତି, ସେ କବଳେ ନୀତିବାକ୍ଯ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ମୁଁ (ଯିହିଜିକଲ) କହିଲି, “ହେ ସଦାପ୍ରଭୁ, ମୋର ପ୍ରଭୁ ସେମାନେ ମୋ’ ବିଷୟରେ କହୁଛନ୍ତି, ସେ କେବଳ ନୀତିବାକ୍ୟ କହୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ’ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”