Ezekiel 20:5 — Compare Translations
5 translations compared side by side
Odia - 1840
"ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତବେେଳେ ଇଶ୍ରାୟେଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପ ରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶର ରେ ସମାନଙ୍କେ ନିକଟରେ ନଜକୁ ପରିଚିତ କରାଇଲି, ମୁଁ ସମାନଙ୍କେ ଉପ ରେ ହସ୍ତ ବିସ୍ତାର କଲି ଏବଂ ସମାନଙ୍କେ ପକ୍ଷ ରେ କହିଲି, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର, ବୋଲି କହିଲୁ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତେବେଳେ ଇସ୍ରାଏଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶରରେ ସେମାନଙ୍କ ନିକଟରେ ନିଜକୁ ପରିଚିତ କରାଇଲି, ମୁଁ ସେମାନଙ୍କ ଉପରେ ହସ୍ତ ବିସ୍ତାର କଲି ଏବଂ ସେମାନଙ୍କ ପକ୍ଷରେ କହିଲି, “ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;