Ezekiel 20:6 — Compare Translations
5 translations compared side by side
Odia - 1840
"ସହେିଦିନ ମୁଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଲି ଓ ସମାନଙ୍କେୁ ଏପରି ଏକ ଦେଶକୁ ନଇଗେଲି ଯେଉଁଠା ରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧିଅରେ ଗୌରବମଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ଵରୂପ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ପକ୍ଷରେ ଆପଣା ହସ୍ତ ଉଠାଇଲୁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ମୁଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି ଓ ସେମାନଙ୍କୁ ଏପରି ଏକ ଦେଶକୁ ନେଇଗଲି ଯେଉଁଠାରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧ୍ୟରେ ଗୌରବମୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
Odia IRV 2017 (ଓଡିଆ ବାଇବେଲ)