Ezekiel 20:7 — Compare Translations

5 translations compared side by side

Odia - 1840
"ଏବଂ ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ଦେଖୁଥିବା ଘୃଣ୍ଯ ଛବିଗୁଡ଼ିକରୁ ମୁକ୍ତି ପାଅ ଏବଂ ମିଶରୀଯମାନଙ୍କ ମୂର୍ତ୍ତି ଦ୍ବାରା ତୁମ୍ଭମାନେେ ନିଜକୁ ଅପବିତ୍ର କର ନାହିଁ। ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ⇧, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏବଂ ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ଦେଖୁଥିବା ଘୃଣ୍ୟ ଛବିଗୁଡ଼ିକରୁ ମୁକ୍ତି ପାଅ ଏବଂ ମିଶରୀୟମାନଙ୍କ ମୂର୍ତ୍ତି ଦ୍ୱାରା ତୁମ୍ଭେମାନେ ନିଜକୁ ଅପବିତ୍ର କର ନାହିଁ। ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”