Ezekiel 20:8 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନେେ ମାରେ ବିରୁଦ୍ଧାଚରଣ କଲେ ଓ ମାେ କଥା ଶୁଣିଲେ ନାହିଁ। ସମାନେେ ପ୍ରେତ୍ୟକକ ନିଜ ଦୃଷ୍ଟି ସମ୍ମୁଖରୁ ଘୃଣ୍ଯ ଛବିଗୁଡ଼ିକ ଦୂର କଲେ ନାହିଁ, ମିଶରୀଯ ପ୍ରତିମାମାନଙ୍କୁ ପରିତ୍ଯାଗ କଲେ ନାହିଁ। ତେଣୁ ମୁଁ ମିଶର ଦେଶ ମଧିଅରେ ସମାନଙ୍କେୁ ଧ୍ବଂସ କରିବାକୁ ସମାନଙ୍କେ ପ୍ରତିକୂଳ ରେ ଆପଣା କୋପ ଢ଼ାଳିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ମୋର ବିରୁଦ୍ଧାଚରଣ କଲେ ଓ ମୋ’ କଥା ଶୁଣିଲେ ନାହିଁ। ସେମାନେ ପ୍ରତ୍ୟେକ ନିଜ ଦୃଷ୍ଟି ସମ୍ମୁଖରୁ ଘୃଣ୍ୟ ଛବିଗୁଡ଼ିକ ଦୂର କଲେ ନାହିଁ, ମିଶରୀୟ ପ୍ରତିମାମାନଙ୍କୁ ପରିତ୍ୟାଗ କଲେ ନାହିଁ। ତେଣୁ ମୁଁ ମିଶର ଦେଶ ମଧ୍ୟରେ ସେମାନଙ୍କୁ ଧ୍ୱଂସ କରିବାକୁ ସେମାନଙ୍କ ପ୍ରତିକୂଳରେ ଆପଣା କୋପ ଢାଳିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।