Ezekiel 20:9 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ସମାନଙ୍କେୁ ଧ୍ବଂସ କଲି ନାହିଁ। କାରଣ ସମାନଙ୍କେ ସହିତ ଥିବା ଲୋକମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କରିବା ପାଇଁ ମାେତେ ଭଲ ଲାଗିଲା ନାହିଁ, କାରଣ ଯେତବେେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସମାନଙ୍କେୁ ମିଶରରୁ ବାହାର କରି ଆଣିବା ଦ୍ବାରା ମୁଁ ଇଶ୍ରାୟେଲୀୟମାନଙ୍କଠା ରେ ପରିଚିତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ଵାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ସେମାନଙ୍କୁ ଧ୍ୱଂସ କଲି ନାହିଁ। କାରଣ ସେମାନଙ୍କ ସହିତ ଥିବା ଲୋକମାନଙ୍କ ମଧ୍ୟରେ ମୋର ନାମକୁ କଳୁଷିତ କରିବା ପାଇଁ ମୋତେ ଭଲ ଲାଗିଲା ନାହିଁ, କାରଣ ଯେତେବେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସେମାନଙ୍କୁ ମିଶରରୁ ବାହାର କରି ଆଣିବା ଦ୍ୱାରା ମୁଁ ଇସ୍ରାଏଲୀୟମାନଙ୍କଠାରେ ପରିଚିତ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Odia IRV 2017 (ଓଡିଆ ବାଇବେଲ)