Ezekiel 21:1 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ପୁଣି ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
Babylon, the Sword ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ପୁଣି ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,