Ezekiel 21:10 — Compare Translations
5 translations compared side by side
Odia - 1840
"ହତ୍ଯା ନିମନ୍ତେ ତାହା ଶାଣିତ ହାଇେଅଛି, ତାହା ମଧ୍ଯ ମାର୍ଜିତ ହାଇେ ବିଜୁଳି ପରି ଚକ୍ ଚକ୍ କରୁଛି, ' ମାରେ ପୁତ୍ର ତୁମ୍ଭେ ଏହି ଛଡ ସକାେଶ ଖୁସି ନ ଥିଲ, ତୁମ୍ଭେ କାଠର ବାଡ଼ିକୁ ଘୃଣା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ତ ଯାବତୀୟ କାଷ୍ଠକୁ ତୁଚ୍ଛ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ହତ୍ୟା ନିମନ୍ତେ ତାହା ଶାଣିତ ହୋଇଅଛି, ତାହା ମଧ୍ୟ ମାର୍ଜିତ ହୋଇ ବିଜୁଳି ପରି ଚକ୍ଚକ୍ କରୁଛି, ମୋର ପୁତ୍ର, ତୁମ୍ଭେ ଏହି ଛଡ଼ ସକାଶେ ଖୁସୀ ନ ଥିଲ, ତୁମ୍ଭେ କାଠର ବାଡ଼ିକୁ ଘୃଣା କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
Odia IRV 2017 (ଓଡିଆ ବାଇବେଲ)
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।