Ezekiel 21:12 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ୍ରନ୍ଦନ ଓ ହାହାକାର କର। ଏପରି ମାରେଖଡ୍ଗ ଲୋକମାନଙ୍କ ବିରୁଦ୍ଧ ରେ ଓ ସମସ୍ତ ଇଶ୍ରାୟେଲର ଅଧିପତିଗଣଙ୍କ ବିରୁଦ୍ଧ ରେ ଉେତ୍ତାଳିତ ହାଇେଅଛି। ସମାନେେ ମାେ ଖଡ୍ଗ ରେ ସମର୍ପିତ ହାଇେଅଛନ୍ତି। ତେଣୁ ତୁମ୍ଭେ ଆପଣା ଛାତି ରେ ଆଘାତ କରି ତୁମ୍ଭର ଦୁଃଖ ପ୍ରକାଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ଼୍‍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର ।
Odia Bible ERV 2004 (ପବିତ୍ର ବାଇବଲ)
“‘ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ୍ରନ୍ଦନ ଓ ହାହାକାର କର। ଏପରି ମୋର ‌‌ଖ‌ଡ଼୍‌ଗ ଲୋକମାନଙ୍କ ବିରୁଦ୍ଧରେ ଓ ସମସ୍ତ ଇସ୍ରାଏଲର ଅଧିପତିଗଣଙ୍କ ବିରୁଦ୍ଧରେ ଉତ୍ତୋଳିତ ହୋଇଅଛି। ସେମାନେ ମୋ’ ‌‌ଖ‌ଡ଼୍‌ଗରେ ସମର୍ପିତ ହୋଇଅଛନ୍ତି। ତେଣୁ ତୁମ୍ଭେ ଆପଣା ଛାତିରେ ଆଘାତ କରି ତୁମ୍ଭର ଦୁଃଖ ପ୍ରକାଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର।