Ezekiel 21:13 — Compare Translations

5 translations compared side by side

Odia - 1840
"ହଁ, ଏହା କଠିନ ଅଟେ, ତୁମ୍ଭେ ରାଜଦଣ୍ଡକୁ ପ୍ରତ୍ଯାଖ୍ଯାନ କରିବା ପ ରେ ଆଉ କ'ଣ ବାକି ରହିଲା?' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି ସେହି ତୁଚ୍ଛକାରୀ ରାଜଦଣ୍ତ ଯେବେ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ଏହା କଠିନ ଅଟେ, ତୁମ୍ଭେ ରାଜଦଣ୍ଡକୁ ପ୍ରତ୍ୟାଖ୍ୟାନ କରିବା ପରେ ଆଉ କ’ଣ ବାକି ରହିଲା?”’ ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।