Ezekiel 21:14 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ କରତାଳି ଦଇେ ଭବିଷ୍ଯଦବାକ୍ଯ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ଼୍ଗ, ଆହତ ଲୋକମାନଙ୍କର ଖଡ଼୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ଼୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର କହିଲେ, ହେ ମନୁଷ୍ୟ ପୁତ୍ର, ତୁମ୍ଭେ କରତାଳି ଦେଇ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର। ସେହି ଖଡ଼୍ଗ ଦୁଇ ଥର ଏପରିକି ତିନିଥର ଆଘାତ କର। ଏହି ଖଡ଼୍ଗ ବହୁତ ଲୋକମାନଙ୍କୁ ହତ୍ୟା କରିବ। ମହାଘାତକ ଖଡ଼୍ଗ ସେମାନଙ୍କୁ ହତ୍ୟା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।