Ezekiel 21:15 — Compare Translations

5 translations compared side by side

Odia - 1840
"ସମାନଙ୍କେର ଅନ୍ତର ଭୟ ରେ ଯେପରି ତରଳି ୟାଏ ଓ ସମାନଙ୍କେର ବହୁ ବିଘ୍ନ ଜନ୍ମେ, ଏଥିପାଇଁ ମୁଁ ସମାନଙ୍କେର ସକଳ ନଗର ଦ୍ବାର ବିରୁଦ୍ଧ ରେ ଖଡ୍ଗ ଲକ୍ଷ୍ଯ କରି ରଖିଅଛି। ଏହା ହତ୍ଯା କଲାପ ରେ ଏହା ବିଜୁଳି ପରି ଚକମକ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ବିସ୍ତର ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ଵାର ବିରୁଦ୍ଧରେ ଖଡ଼୍‍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଅନ୍ତର ଭୟରେ ଯେପରି ତରଳି ଯାଏ ଓ ସେମାନଙ୍କର ବହୁ ବିଘ୍ନ ଜନ୍ମେ, ଏଥିପାଇଁ ମୁଁ ସେମାନଙ୍କର ସକଳ ନଗର ଦ୍ୱାର ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଲକ୍ଷ୍ୟ କରି ରଖିଅଛି। ଏହା ହତ୍ୟା କଲାପରେ ଏହା ବିଜୁଳି ପରି ଚକମକ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)