Ezekiel 21:16 — Compare Translations
5 translations compared side by side
Odia - 1840
"ହେ ଖଡ୍ଗ ଦକ୍ଷିଣ ଓ ବାମକୁ କାଟ। ଯେଉଁ ଆଡ଼େ ତୁମ୍ଭର ଧାର ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ଆଡ଼େ ଯାଅ; ଯେକୌଣସି ଆଡ଼େ ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର) ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଖଡ଼୍ଗ ଦକ୍ଷିଣ ଓ ବାମକୁ କାଟ। ଯେଉଁଆଡ଼େ ତୁମ୍ଭର ଧାର ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।