Ezekiel 21:17 — Compare Translations
5 translations compared side by side
Odia - 1840
"ମୁଁ ମଧ୍ଯ ମାରେ କରତାଳି ମାରିବି ଓ ମାରେ କୋପକୁ ଶାନ୍ତ କରିବି। ମୁଁ ସଦାପ୍ରଭୁ ଏହା କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ମଧ୍ୟ ମୋର କରତାଳି ମାରିବି ଓ ମୋର କୋପକୁ ଶାନ୍ତ କରିବି। ମୁଁ ସଦାପ୍ରଭୁ ଏହା କହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।