Ezekiel 21:19 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇପଥ ନିରୂପଣ କର। ଦୁଇ ପଥ ଗୋଟିଏ ଦେଶରୁ ଆସିବ। ନଗର ଆଡ଼କୁ ୟାଇଥିବା ସଡ଼କର ମୁଣ୍ଡ ରେ ଏକ ପଥ ନିର୍ଦ୍ଦଶେ କରୁଥିବା ପ୍ରସ୍ତର ଫଳକ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ଼୍‍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ତରେ ଚିହ୍ନିତ କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ବାବିଲ ରାଜାର ‌‌ଖ‌ଡ଼୍‌ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇପଥ ନିରୂପଣ କର। ଦୁଇ ପଥ ଗୋଟିଏ ଦେଶରୁ ଆସିବ। ନଗର ଆଡ଼କୁ ଯାଇଥିବା ସଡ଼କର ମୁଣ୍ଡରେ ଏକ ପଥ ନିର୍ଦ୍ଦେଶ କରୁଥିବା ପ୍ରସ୍ତର ଫଳକ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ଡରେ ଚିହ୍ନିତ କର।