Ezekiel 21:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ୟିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧ ରେ ନିଜର ବାକ୍ଯ ବର୍ଷଣ କର ଓ ଇଶ୍ରାୟେଲ ଦେଶ ବିପକ୍ଷ ରେ ଭବିଷ୍ଯଦବାଣୀ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ଆଡ଼େ ଆପଣା ମୁଖ ରଖ, ପବିତ୍ର ସ୍ଥାନସମୂହର ଆଡ଼େ ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର,
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଯିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧରେ ନିଜର ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିପକ୍ଷରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର,