Ezekiel 21:20 — Compare Translations

5 translations compared side by side

Odia - 1840
"ଖଡ୍ଗ ଆସିବା ନିମନ୍ତେ ପଥ ଚିହ୍ନିତ କର, ଗୋଟିଏ ପଥ ଅମ୍ନୋନୀଯର ରବବାକୁ ୟାଏ ଓ ଅନ୍ୟଟି ଯିହୁଦାର ସୁରକ୍ଷିତ ସହର ୟିରୁଶାଲମକୁ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ମୋନ ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ଼୍‍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
‌‌ଖ‌ଡ଼୍‌ଗ ଆସିବା ନିମନ୍ତେ ପଥ ଚିହ୍ନିତ କର, ଗୋଟିଏ ପଥ ଅମ୍ମୋନୀୟର ରବ୍ବାକୁ ଯାଏ ଓ ଅନ୍ୟଟି ଯିହୁଦାର ସୁରକ୍ଷିତ ସହର ଯିରୁଶାଲମକୁ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
Odia IRV 2017 (ଓଡିଆ ବାଇବେଲ)
ଅମ୍ମୋନ ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।