Ezekiel 21:22 — Compare Translations
5 translations compared side by side
Odia - 1840
"ଗୁଳାବାଣ୍ଟ ଯାହାକି ସେ ତା'ର ଦକ୍ଷିଣ ହସ୍ତ ରେ ଉଠାଇଲା, ତାହା ୟିରୁଶାଲମର ହବେ। ଯେଉଁଠା ରେ ସେ ନଷ୍ଟକାରୀ କାଠ ଗଣ୍ଡିକୁ ଏବଂ ହତ୍ଯା କରିବାକୁ ଆଜ୍ଞା ଦବେ, ୟୁଦ୍ଧ ପାଇଁ ସେ ଡ଼ାକରା ଦବେ, ଫାଟକ ବିରୁଦ୍ଧ ରେ ନଷ୍ଟକାରୀ କାଠଗଣ୍ଡିକୁ ଖଞ୍ଜିବ। ତା'ପ ରେ ସମାନେେ ସହର ଚତୁଃପାଶର୍ବ ରେ ପ୍ରାଚୀର ନିର୍ମାଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେସ୍ଥାନରେ ପ୍ରାଚୀରଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ଵରରେ ସିଂହନାଦ କରିବାକୁ, ନଗରର ଦ୍ଵାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଗୁଲିବାଣ୍ଟ ଯାହାକି ସେ ତା’ର ଦକ୍ଷିଣ ହସ୍ତରେ ଉଠାଇଲା, ତାହା ଯିରୁଶାଲମର ହେବ। ଯେଉଁଠାରେ ସେ ନଷ୍ଟକାରୀ କାଠ ଗଣ୍ଡିକୁ ଏବଂ ହତ୍ୟା କରିବାକୁ ଆଜ୍ଞା ଦେବ, ଯୁଦ୍ଧ ପାଇଁ ସେ ଡାକରା ଦେବ, ଫାଟକ ବିରୁଦ୍ଧରେ ନଷ୍ଟକାରୀ କାଠଗଣ୍ଡିକୁ ଖଞ୍ଜିବ। ତା’ପରେ ସେ ସହର ଚତୁର୍ପାର୍ଶ୍ୱରେ ପ୍ରାଚୀର ନିର୍ମାଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
Odia IRV 2017 (ଓଡିଆ ବାଇବେଲ)