Ezekiel 21:23 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କ ସମସ୍ତ ଅର୍ଥହୀନ ବୋଲି ବିଚାର କରାୟିବ, କାରଣ ସମାନଙ୍କେର ପ୍ରତିଜ୍ଞାଗୁଡ଼ିକ ଅଛି, ଯାହା ସମାନେେ କଲେ। କିନ୍ତୁ ସଦାପ୍ରଭୁ ସମାନଙ୍କେର ପାପକୁ ସ୍ମରଣ କରିବେ ଓ ତା'ପ ରେ ସମାନେେ ଧରାଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରରୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କ ସମସ୍ତ ଅର୍ଥହୀନ ବୋଲି ବିଗ୍ଭର କରାଯିବ, କାରଣ ସେମାନଙ୍କର ପ୍ରତିଜ୍ଞାଗୁଡ଼ିକ ଅଛି, ଯାହା ସେମାନେ କଲେ। କିନ୍ତୁ ସଦାପ୍ରଭୁ ସେମାନଙ୍କର ପାପକୁ ସ୍ମରଣ କରିବେ ଓ ତା’ପରେ ସେମାନେ ଧରାଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।