Ezekiel 21:24 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, କାରଣ ତୁମ୍ଭେ ମାେତେ ତୁମ୍ଭର ମାେ ପ୍ରତି ଅବଜ୍ଞା ତୁମ୍ଭ କାର୍ୟ୍ଯର ପାପ ଦଖାଇେ ମାେତେ ତୁମ୍ଭର ପାପ ମନେ ପକାଇଲ। କାରଣ ତୁମ୍ଭେ ମାେତେ ମନେପକାଇ ଦିଅ ଯେ, ତୁମ୍ଭେ ବନ୍ଦୀରୂପେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞାଲଘଂନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣକୁ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “କାରଣ ତୁମ୍ଭେ ମୋତେ ତୁମ୍ଭର ମୋ’ ପ୍ରତି ଅବଜ୍ଞା ତୁମ୍ଭ କାର୍ଯ୍ୟର ପାପ ଦେଖାଇ ମୋତେ ତୁମ୍ଭର ପାପ ମନେ ପକାଇଲ। କାରଣ ତୁମ୍ଭେ ମୋତେ ମନେପକାଇ ଦିଅ ଯେ, ତୁମ୍ଭେ ବନ୍ଦୀରୂପେ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ଆଜ୍ଞା-ଲଘଂନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।”