Ezekiel 21:25 — Compare Translations
5 translations compared side by side
Odia - 1840
"ହେ ଦୁଷ୍ଟ ଇଶ୍ରାୟେଲୀୟ ରାଜପୁତ୍ର, ତୁମ୍ଭମାନଙ୍କୁ ହତ୍ଯା କରାୟିବ। ତୁମ୍ଭମାନଙ୍କର ଅନ୍ତିମ ସମୟ ଉପସ୍ଥିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ଆହତ ଦୁଷ୍ଟଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ହେ ଦୁଷ୍ଟ ଇସ୍ରାଏଲୀୟ ରାଜପୁତ୍ର, ତୁମ୍ଭମାନଙ୍କୁ ହତ୍ୟା କରାଯିବ। ତୁମ୍ଭମାନଙ୍କର ଅନ୍ତିମ ସମୟ ଉପସ୍ଥିତ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;