Ezekiel 21:26 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ଆଉ ସପରେି ରହିବ ନାହିଁ। ଯେଉଁମାନେ ଉଚ୍ଚ ସମାନେେ ନୀଚ ହବେେ ଓ ଯେଉଁମାନେ ନୀଚ ସମାନେେ ଉଚ୍ଚ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ଆଉ ସେପରି ରହିବ ନାହିଁ। ଯେଉଁମାନେ ଉଚ୍ଚ ସେମାନେ ନୀଚ ହେବେ ଓ ଯେଉଁମାନେ ନୀଚ ସେମାନେ ଉଚ୍ଚ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।”