Ezekiel 21:27 — Compare Translations
5 translations compared side by side
Odia - 1840
"ମୁଁ ସମ୍ପୂର୍ଣ୍ଣରୂପେ ସହେି ସହର ଧ୍ବଂସ କରିବି। କିନ୍ତୁ ବାବିଲକୁ ଜଣେ ନୂତନ ରାଜା ନ ଆସିବା ପର୍ୟ୍ଯନ୍ତ ତାହା ଘଟିବ ନାହିଁ। ତେଣୁ ନୂତନ ରାଜା ହାତ ରେ ମୁଁ ଏହାକୁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସମ୍ପୂର୍ଣ୍ଣ ରୂପେ ସେହି ସହର ଧ୍ୱଂସ କରିବି। କିନ୍ତୁ ବାବିଲକୁ ଜଣେ ନୂତନ ରାଜା ନ ଆସିବା ପର୍ଯ୍ୟନ୍ତ ତାହା ଘଟିବ ନାହିଁ। ତେଣୁ ନୂତନ ରାଜା ହାତରେ ମୁଁ ଏହାକୁ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।