Ezekiel 21:28 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯତ୍ ବାକ୍ଯ ପଚାର କରି କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଅମ୍ ନୋନ ସନ୍ତାନଗଣ ବିଷଯ ରେ ଓ ସମାନଙ୍କେ ଅପମାନ ବିଷଯ ରେ ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁଇ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
Odia Bible ERV 2004 (ପବିତ୍ର ବାଇବଲ)
The Ammonites Punished ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପଗ୍ଭର କରି କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଅମ୍ମୋନ ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି, “‘ଦେଖ, ଖଡ଼୍ଗ କୋଷମୁକ୍ତ ହୋଇଅଛି। ତାହା ହତ୍ୟା ଓ ଗ୍ରାସ କରିବା ପାଇଁ ମାର୍ଜିତ ହୋଇଅଛି ଓ ବିଜୁଳି ପରି ଚକଚକ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
Odia IRV 2017 (ଓଡିଆ ବାଇବେଲ)