Ezekiel 21:29 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଦର୍ଶନଗୁଡ଼ିକ ଅର୍ଥହୀନ ଓ ତୁମ୍ଭର ମିଥ୍ଯା ମନ୍ତ୍ର ତୁମ୍ଭକୁ ସହାୟ ହବେ ନାହିଁ। ଦୁଷ୍ଟ ଲୋକମାନଙ୍କର ଗଳା ରେ ଖଣ୍ଡାଟିକୁ ରଖାୟିବ, ଯେଉଁମାନେ ହତ ହବୋକୁ ଅଛନ୍ତି, ସହେିମାନଙ୍କ ପାଇଁ ଦଣ୍ଡିତ ହବୋର ଦିନ ପହଞ୍ଚିୟାଇଛି। ଏବଂ ସମାନଙ୍କେର ଦୋଷର ଅବସାନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖଡ଼୍ଗ, ଖଡ଼୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭମାନଙ୍କର ଦର୍ଶନଗୁଡ଼ିକ ଅର୍ଥହୀନ ଓ ତୁମ୍ଭର ମିଥ୍ୟା ମନ୍ତ୍ର ତୁମ୍ଭକୁ ସହାୟ ହେବ ନାହିଁ। ଦୁଷ୍ଟ ଲୋକମାନଙ୍କର ଗଳାରେ ଖଣ୍ଡାଟିକୁ ରଖାଯିବ, ଯେଉଁମାନେ ହତ ହେବାକୁ ଅଛନ୍ତି, ସେହିମାନଙ୍କ ପାଇଁ ଦଣ୍ଡିତ ହେବାର ଦିନ ପହଞ୍ଚିଯାଇଛି। ଏବଂ ସେମାନଙ୍କର ଦୋଷର ଅବସାନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି।