Ezekiel 21:3 — Compare Translations

5 translations compared side by side

Odia - 1840
"ଏବଂ ଇଶ୍ରାୟେଲ ଦେଶକୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି! ଦେଖ, ମୁଁ ତୁମ୍ଭ ବିରୁଦ୍ଧ ରେ ଅଟେ। ମୁଁ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭମାନଙ୍କ ମଧ୍ଯରୁ ଧାର୍ମିକ ଓ ପାପୀକୁ ଉଚ୍ଛିନ୍ନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍‍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଇସ୍ରାଏଲ ଦେଶକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି! ଦେଖ, ମୁଁ ତୁମ୍ଭ ବିରୁଦ୍ଧରେ ଅଟେ। ମୁଁ ଆପଣା ‌‌ଖ‌ଡ଼୍‌ଗ କୋଷରୁ ବାହାର କରି ତୁମ୍ଭମାନଙ୍କ ମଧ୍ୟରୁ ଧାର୍ମିକ ଓ ପାପୀକୁ ଉଚ୍ଛିନ୍ନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।