Ezekiel 21:30 — Compare Translations
5 translations compared side by side
Odia - 1840
"' ହେ ବାବିଲ, ଖଡ୍ଗକୁ ପୁନର୍ବାର କୋଷ ମଧ୍ଯକୁ ଫରୋଇ ଆଣ। ତୁମ୍ଭେ ଯେଉଁଠା ରେ ସୃଷ୍ଟି ହାଇେଥିଲ ଓ ଯେଉଁଠା ରେ ତୁମ୍ଭେ ଜନ୍ମ ହାଇେଥିଲ, ସଠାେ ରେ ମୁଁ ତୁମ୍ଭର ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ । ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ବିପକ୍ଷରେ ଭବିଷ୍ୟଦ୍ବାର୍ତ୍ତା “‘ହେ ବାବିଲ, ଖଡ଼୍ଗକୁ ପୁନର୍ବାର କୋଷ ମଧ୍ୟକୁ ଫେରାଇ ଆଣ। ତୁମ୍ଭେ ଯେଉଁଠାରେ ସୃଷ୍ଟି ହୋଇଥିଲ ଓ ଯେଉଁଠାରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ମୁଁ ତୁମ୍ଭର ବିଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।