Ezekiel 21:31 — Compare Translations
5 translations compared side by side
Odia - 1840
"ଆଉ ମୁଁ ତୁମ୍ଭ ଉପ ରେ ଆପଣା କୋରଧ ପ୍ରକାଶ କରିବି। ମୁଁ ତୁମ୍ଭ ଉପ ରେ ଆପଣା କୋରଧାଗ୍ନି ଛାଡ଼ିବି। ମୁଁ ତୁମ୍ଭକୁ ଦୁଷ୍ଟ ଲୋକମାନଙ୍କ ହସ୍ତ ରେ ସମର୍ପଣ କରିବି, ଯେଉଁମାନେ ବିନାଶ କରିବା ରେ ପାରଙ୍ଗମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ତୁମ୍ଭ ଉପରେ ଆପଣା କ୍ରୋଧ ପ୍ରକାଶ କରିବି। ମୁଁ ତୁମ୍ଭ ଉପରେ ଆପଣା କ୍ରୋଧାଗ୍ନି ଛାଡ଼ିବି। ମୁଁ ତୁମ୍ଭକୁ ଦୁଷ୍ଟ ଲୋକମାନଙ୍କ ହସ୍ତରେ ସମର୍ପଣ କରିବି, ଯେଉଁମାନେ ବିନାଶ କରିବାରେ ପାରଙ୍ଗମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।