Ezekiel 21:32 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅଗ୍ନି ରେ ଜାଳସ୍ବରୂପ ହବେ; ତୁମ୍ଭର ରକ୍ତ ଦେଶ ମଧିଅରେ ପତିତ ହବେ। ଆଉ ତୁମ୍ଭେ ସ୍ମୃତି ପଥରେ ଆସିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ଵରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ (ପତିତ) ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅଗ୍ନିରେ ଜାଳସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ। ଆଉ ତୁମ୍ଭେ ସ୍ମୃତି ପଥରେ ଆସିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”