Ezekiel 21:4 — Compare Translations

5 translations compared side by side

Odia - 1840
"କାରଣ ମୁଁ ଧାର୍ମିକ ଓ ପାପୀଷ୍ଠ ଉଭୟଙ୍କୁ ବିନାଶ କରିବି। ତେଣୁ ମାରେ ଖଡ୍ଗ ବ୍ଯବହାର ହବେ, ଏହା କୋଷମୁକ୍ତ ହାଇେ ଦକ୍ଷିଣରୁ ଉତ୍ତର ପର୍ୟ୍ଯନ୍ତ ସମସ୍ତ ଲୋକ ବିରୁଦ୍ଧ ରେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା, ଏଥିପାଇଁ ଆମ୍ଭର ଖଡ଼୍‍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ଧାର୍ମିକ ଓ ପାପୀଷ୍ଠ ଉଭୟଙ୍କୁ ବିନାଶ କରିବି। ତେଣୁ ମୋର ‌‌ଖ‌ଡ଼୍‌ଗ ବ୍ୟବହାର ହେବ, ଏହା କୋଷମୁକ୍ତ ହୋଇ ଦକ୍ଷିଣରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ଲୋକ ବିରୁଦ୍ଧରେ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;