Ezekiel 21:5 — Compare Translations

5 translations compared side by side

Odia - 1840
"ସେତବେେଳେ ପ୍ରେତ୍ୟକକ ବ୍ଯକ୍ତି ଜାଣିବେ ଯେ, ମୁଁ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛି, ତାହା ଆଉ ଫରେିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ଼୍‍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପ୍ରତ୍ୟେକ ବ୍ୟକ୍ତି ଜାଣିବେ ଯେ, ମୁଁ ସଦାପ୍ରଭୁ ଆପଣା ‌‌ଖ‌ଡ଼୍‌ଗ କୋଷରୁ ବାହାର କରିଅଛି, ତାହା ଆଉ ଫେରିବ ନାହିଁ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।