Ezekiel 21:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୁଣି କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦୀର୍ଘ ନିଶ୍ବାସ ଛାଡ଼। ପୁଣି ଆପଣା କଟୀ ଭାଙ୍ଗି ମନସ୍ତାପ ପୂର୍ବକ ସମାନଙ୍କେ ସମ୍ମୁଖ ରେ ଦୀର୍ଘନିଃଶ୍ବାସ ଛାଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ଵାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ଵାସ ଛାଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୁଣି କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଦୀର୍ଘ ନିଶ୍ୱାସ ଛାଡ଼। ପୁଣି ଆପଣା କଟି ଭାଙ୍ଗି ମନସ୍ତାପ ପୂର୍ବକ ସେମାନଙ୍କ ସମ୍ମୁଖରେ ଦୀର୍ଘନିଃଶ୍ୱାସ ଛାଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।