Ezekiel 21:7 — Compare Translations
5 translations compared side by side
Odia - 1840
"ଯେତବେେଳେ ସମାନେେ ପଚାରିବେ, 'ତୁମ୍ଭେ କାହିଁକି ଦୀର୍ଘନିଃଶ୍ବାସ ଛାଡ଼ୁଛ?' ସେତବେେଳେ ତୁମ୍ଭେ କହିବ, 'ସମ୍ବାଦ ସକାେଶ, ତାହା ଆସୁଅଛି। ସେଥି ରେ ସମସ୍ତଙ୍କ ଆତ୍ମା ଭୟ ରେ ତରଳି ୟିବ ଓ ସମସ୍ତଙ୍କ ହସ୍ତ ଭୟ ରେ ଦୁର୍ବଳ ହବେ। ପ୍ରେତ୍ୟକକ ମନୁଷ୍ଯର ଆତ୍ମା ହତ ଉତ୍ସାହିତ ହବେ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହବେ।' ଏବଂ ଦେଖ, ସହେି ସମୟ ଆସୁଅଛି ଓ ତାହା ସିଦ୍ଧ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ କିହେତୁ ଦୀର୍ଘ ନିଃଶ୍ଵାସ ଛାଡ଼ୁଅଛ? ଏ କଥା ଯେବେ ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ଵାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳା; ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ପଗ୍ଭରିବେ, ‘ତୁମ୍ଭେ କାହିଁକି ଦୀର୍ଘନିଃଶ୍ୱାସ ଛାଡ଼ୁଛ?’ ସେତେବେଳେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, ତାହା ଆସୁଅଛି। ସେଥିରେ ସମସ୍ତଙ୍କ ଆତ୍ମା ଭୟରେ ତରଳି ଯିବ ଓ ସମସ୍ତଙ୍କ ହସ୍ତ ଭୟରେ ଦୁର୍ବଳ ହେବ। ପ୍ରତ୍ୟେକ ମନୁଷ୍ୟର ଆତ୍ମା ହତ ଉତ୍ସାହିତ ହେବ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହେବ।’ ଏବଂ ଦେଖ, ସେହି ସମୟ ଆସୁଅଛି ଓ ତାହା ସିଦ୍ଧ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।