Ezekiel 21:9 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବଷ୍ଯଦବାକ୍ଯ ପ୍ରଚାର କରି କୁହ, 'ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ଼୍‍ଗ, ଖଡ଼୍‍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜ୍ଜିତ ହୋଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ଦେଖ, ‌‌ଖ‌ଡ଼୍‌ଗ ଶାଣିତ ଓ ତାହା ମଧ୍ୟ ମାର୍ଜିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;