Ezekiel 22:10 — Compare Translations
5 translations compared side by side
Odia - 1840
"ତୁମ୍ଭ ମଧିଅରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ୟୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀ ରେ ଲୋକମାନେ ଅଛନ୍ତି, ୟିଏ ନାରୀମାନଙ୍କୁ ପାଶବିକ ଅତ୍ଯାଚାର ଏମିତକି ସମାନଙ୍କେର ଋତୁସ୍ରାବ ସମୟରେ ମଧ୍ଯ ଅତ୍ଯାଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକି ବଳାତ୍କାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ମଧ୍ୟରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ଯୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀରେ ଲୋକମାନେ ଅଛନ୍ତି, ଯିଏ ନାରୀମାନଙ୍କୁ ପାଶବିକ ଅତ୍ୟାଗ୍ଭର ଏମିତକି ସେମାନଙ୍କର ଋତୁସ୍ରାବ ସମୟରେ ମଧ୍ୟ ଅତ୍ୟାଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।