Ezekiel 22:11 — Compare Translations

5 translations compared side by side

Odia - 1840
"ପୁଣି କହେି କହେି ନିଜ ପ୍ରତିବେଶୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କହେି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କହେି ନିଜର ପିତୃକନ୍ଯା ଭଗିନୀକୁ ବଳାତ୍କାର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକି, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କେହି କେହି ନିଜ ପ୍ରତିବାସୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କେହି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କେହି ନିଜର ପିତୃକନ୍ୟା ଭଗିନୀକୁ ବଳାତ୍କାର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)