Ezekiel 22:12 — Compare Translations

5 translations compared side by side

Odia - 1840
"'ତୁମ୍ଭମାନଙ୍କ ମଧିଅରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନଇେଛନ୍ତି। ତୁମ୍ଭେ ସୁଧ ନଇେ ଋଣ ଦଇେଅଛ ଏବଂ ତୁମ୍ଭେ ଲୋଭ ରେ ଉପଦ୍ରବ କରି ଆପଣା ପ୍ରତିବେଶୀଠାରୁ ଲାଭ ନଇେଅଛ। ତୁମ୍ଭେ ମାେତେ ପାଶୋରି ୟାଇଅଛ।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀ-ଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭମାନଙ୍କ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଛନ୍ତି। ତୁମ୍ଭେ ସୁଧ ନେଇ ଋଣ ଦେଇଅଛ ଏବଂ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ। ତୁମ୍ଭେ ମୋତେ ପାଶୋରି ଯାଇଅଛ।’ ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।