Ezekiel 22:13 — Compare Translations

5 translations compared side by side

Odia - 1840
"'ମୁଁ ତୁମ୍ଭର ଅନ୍ଯାଯ ଲାଭ ଓ ତୁମ୍ଭ ମଧିଅରେ ଯେଉଁ ରକ୍ତପାତ ହେଉଅଛି, ସେଥିପାଇଁ ତୁମ୍ଭକୁ ଦଣ୍ଡ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ମୁଁ ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହେଉଅଛି, ସେଥିପାଇଁ ତୁମ୍ଭକୁ ଦଣ୍ଡ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
“ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।