Ezekiel 22:15 — Compare Translations

5 translations compared side by side

Odia - 1840
"ଏବଂ ମୁଁ ଅନ୍ଯାନ୍ଯ ଜାତିଗଣ ମଧିଅରେ ତୁମ୍ଭକୁ ଛିନ୍ନଭିନ୍ନ କରିବି ଓ ନାନା ଦେଶ ରେ ତୁମ୍ଭକୁ ନିକ୍ଷପେ କରିବି। ଏବଂ ଏହି ନଗରରୁ ଅପବିତ୍ରତା ସମ୍ପୂର୍ଣ୍ଣ ଭାବରେ ଦୂର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଅନ୍ୟାନ୍ୟ ଜାତିଗଣ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବି ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବି। ଏବଂ ଏହି ନଗରରୁ ଅପବିତ୍ରତା ସମ୍ପୂର୍ଣ୍ଣ ଭାବରେ ଦୂର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।