Ezekiel 22:16 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ୟିରୁଶାଲମ, ତୁମ୍ଭେ ସମସ୍ତ ଜାତିଗଣ ସାକ୍ଷାତ ରେ ନିଜ କର୍ମ ୟୋଗୁ ଅପବିତ୍ର ହବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଏହା ତୁମ୍ଭେ ଜାଣିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ହେତୁରୁ ଅପବିତ୍ର ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ଯିରୁଶାଲମ, ତୁମ୍ଭେ ସମସ୍ତ ଜାତିଗଣ ସାକ୍ଷାତରେ ନିଜ କର୍ମ ଯୋଗୁଁ ଅପବିତ୍ର ହେବ। ତାହାହେଲେ ମୁଁ ଯେ ସଦାପ୍ରଭୁ ଏହା ତୁମ୍ଭେ ଜାଣିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।