Ezekiel 22:18 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶ ଆମ୍ଭ ନିକଟରେ ଖାଦ ସ୍ବରୂପ ହାଇେଅଛନ୍ତି। ସେ ସମସ୍ତ ଉହ୍ନଇେ ମଧିଅରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ବରୂପ ହାଇେଅଛନ୍ତି। ସମାନେେ ରୂପାର ଖାଦ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ଆମ୍ଭ ନିକଟରେ ଖାଦ ସ୍ଵରୂପ ହୋଇଅଛନ୍ତି; ସେସମସ୍ତେ ଉହ୍ଳାଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ଵରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ଵରୂପ,
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି। ସେ ସମସ୍ତ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି। ସେମାନେ ରୂପାର ଖାଦ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,”