Ezekiel 22:19 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ସମସ୍ତେ ଖାଦ ସ୍ବରୂପ ହାଇେଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ୟିରୁଶାଲମର ମଧିଅରେ ଏକତ୍ର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ଵରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୁଶାଲମର ମଧ୍ୟରେ ଏକତ୍ର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।