Ezekiel 22:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହି ରକ୍ତପାତ ନଗରୀର ବିଚାର କରିବ? ତବେେ ତାହାର ଘୃଣା ଯୋଗ୍ଯ ସମସ୍ତ କ୍ରିଯା ଏହାକୁ ଜ୍ଞାତ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହି ରକ୍ତପାତ ନଗରୀର ବିଗ୍ଭର କରିବ? ତେବେ ତାହାର ଘୃଣାଯୋଗ୍ୟ ସମସ୍ତ କ୍ରିୟା ଏହାକୁ ଜ୍ଞାତ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”